ଭୋଟ ଦେବାକୁ ଆସି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନୀଳଗିରି(କେନ୍ଯୁଜ୍): ଭୋଟ ଦେବାକୁ ଆସି ଚାଲିଗଲା ବୃଦ୍ଧାଙ୍କ ଜୀବନ। ଏଭଳି ଏକ ଘଟଣା ଘଟିଛି ବାଲେଶ୍ବର ଜିଲ୍ଲାର ନୀଳଗିରି ବ୍ଲକ ବରହମପୁର ଗାଁରେ। ସୂଚନା ମୁତାବକ, ଏହି ଗାଁର ଜଣେ ୭୦ ବର୍ଷୀୟା ସତ୍ୟଭାମା ବାରିକ ଆଜି ସକାଳେ ୭ ନଂ ବୁଥରେ ଭୋଟ ଦେବା ପାଇଁ ଲାଇନରେ ଛିଡ଼ା ହୋଇଥିଲେ।

ଠିକ୍ ସେହି ସମୟରେ ହଠାତ୍ ଟଳି ପଡ଼ିଥିଲେ। ତାଙ୍କୁ ତୁରନ୍ତ ଉଦ୍ଧାର କରାଯିବା ସହିତ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର ସୂଚନା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.