ବଲାଙ୍ଗୀର(କେନ୍ଯୁଜ୍): ଶୋଇଥିବାବେଳେ ବୃଦ୍ଧାଙ୍କୁ ଦଳିଦେଲା ଦନ୍ତା । ଅଳ୍ପକେ ବର୍ତ୍ତିଲେ ସ୍ୱାମୀ । ବଲାଙ୍ଗୀର ଲରମ୍ଭା ଥାନା ଲଡଙ୍ଗା ଭଟଗାଁରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ପ୍ରତିମା ସାଣ୍ଢ ।
ରାତିରେ ଶୋଇଥିବାବେଳେ ଘର ଭିତରେ ପଶି ବୃଦ୍ଧାଙ୍କୁ ହାତୀ ଦଳି ଦେଇଥିଲା । ଘଟଣାସ୍ଥଳରେ ହିଁ ପ୍ରତିମାଙ୍କର ମୃତ୍ୟୁ ହୋଇଛି । ଗତ କିଛିଦିନ ହେଲା ଲରମ୍ଭା ଅଞ୍ଚଳରେ ହାତୀ ଉପଦ୍ରବ ଜାରି ରହିଛି।
ଦିଲ୍ଲୀର କାଶ୍ମୀରୀ ଗେଟ୍ ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣା ମେ’ ୩୧ ତାରିଖ ରାତିରେ…
କେନ୍ୟୁଜ୍: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ ୧୧ଟା…
ଆଇସିସି ଟି୨୦ ବିଶ୍ୱକପ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ରହିଛି । ଭାରତୀୟ ଟିମର ପ୍ରଥମ ମ୍ୟାଚ…
ଢୋଲ-ମହୁରୀ ସାଙ୍ଗକୁ ବାଜା-ବାଜଣାରେ ଅତି ଧୁମଧାମରେ ଚାଲିଛି ଠାକୁରାଣୀଙ୍କ ସାହି ପରିକ୍ରମା । ବିଶ୍ବାସ ରହିଛି, ମା’ଙ୍କ ଏହି ଅଲୌକିକ…
ଯାଜପୁର ଟାଉନ(କେନ୍ୟୁଜ୍): ନିର୍ବାଚନ ଡ୍ୟୁଟି ବେଳେ ଅଘଟଣ । କାର୍ଯ୍ୟରତ ବିଏଲଓଙ୍କ ଆକସ୍ମିକ ମୃତ୍ୟୁ । ମୃତକ ହେଲେ ମନୋରଞ୍ଜନ…
ପୁରୀ (କେନ୍ୟୁଜ) : ଶ୍ରୀମନ୍ଦିର ହୁଣ୍ଡିରୁ ମିଳିଛି ୧ କେଜି ୮ଶହ ମିଲିଗ୍ରାମ ସୁନା। ଆଉ ଏସବୁ ହେଉଛି ସୁନା…