ଛତ୍ରପୁର: ଷଣ୍ଢ ଆକ୍ରମଣରେ ବୃଦ୍ଧା ମୃତ

ଷଣ୍ଢ ଆକ୍ରମଣରେ ବୃଦ୍ଧା ମୃତ । ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ବଡ଼ମାଧପୁର ଗାଁରେ ଏକ ଷଣ୍ଢ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି l ମୃତକ ହେଲେ ବଡ଼ମାଧପୁର ଗାଁର ବି.କାମିଲି ପାତ୍ର ।

ଛତ୍ରପୁର (କେନ୍ୟୁଜ): ଷଣ୍ଢ ଆକ୍ରମଣରେ ବୃଦ୍ଧା ମୃତ । ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ବଡ଼ମାଧପୁର ଗାଁରେ ଏକ ଷଣ୍ଢ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି l ମୃତକ ହେଲେ ବଡ଼ମାଧପୁର ଗାଁର ବି.କାମିଲି ପାତ୍ର । କାମିଲି ସକାଳୁ ଘର ପାଖରୁ କୌଣସି ଏକ କାମରେ ଯାଉଥିବା ବେଳେ ଷଣ୍ଢ ତାଙ୍କୁ ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ହିଁ ବୃଦ୍ଧାଙ୍କର ମୃତ୍ୟୁ ଘଟିଥିଲା। ଘଟଣା ସ୍ଥଳ ଦୃଶ୍ୟ ସିସି ଟିଭିରେ କଏଦ ହୋଇଛି l

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.