କେନ୍ଦ୍ରାପଡ଼ାର ଏକ ବାତ୍ୟା ଆଶ୍ରୟସ୍ଥଳରେ ବୃଦ୍ଧା ମୃତ

ପଟ୍ଟାମୁଣ୍ଡାଇ(କେ ନ୍ୟୁଜ୍‌): ସାମୁଦ୍ରିକ ଝଡ଼ ‘ଫନି’ରେ ଥରହର ସାରା ରାଜ୍ଯ। ତେବେ ଏହା ଭିତରେ କେନ୍ଦ୍ରାପଡ଼ା ଜିଲ୍ଲାର ଏକ ବାତ୍ୟା ଆଶ୍ରୟସ୍ଥଳରୁ ଏକ ଦୁଃଖଦ ଖବର ଆସିଛି। ଏଠାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ତେବେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିନାହିଁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.