ରାଜ୍ୟ

ପୁରୀର ସର୍ବ ପୁରାତନ ଶ୍ରୀକୃଷ୍ଣ ସିନେମା ହେଲା ଉଚ୍ଛେଦ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାଁରେ ରହିଛି ଜମିର ମାଲିକାନା

ପୁରୀ(କେନ୍ୟୁଜ୍):ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟକୁ ଲାଗି ରହିଥିବା ପୁରାତନ ଶ୍ରୀକୃଷ୍ଣ ସିନେମା ହଲ ଉଚ୍ଛେଦ କରାଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାଁରେ ଜମିର ମାଲିକାନା ରହିଥିବାରୁ ପ୍ରଶାସନ ପକ୍ଷରୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଏହି ଉଚ୍ଛେଦ କରାଯାଇଛି। ଏଥିପାଇଁ ଏକ ପ୍ଲାଟୁନ ପୋଲିସ ଫୋର୍ସ ସହ ଅଗ୍ନିଶମ ବିଭାଗ କର୍ମଚାରୀ ଉପସ୍ଥିତ ଥିଲେ। ଏହି ଉଚ୍ଛେଦ ଦ୍ଵାରା ସମୁଦାୟ ୧୦.୬ ଡିସିମିଲ ଜମି ଅଧିଗ୍ରହଣ ହେବ। ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ପାଇଁ ଉପଯୁକ୍ତ କ୍ଷତିପୂରଣ ଦିଆଯାଇ ଏହି ଉଚ୍ଛେଦ କରାଯାଇଥିବା ଉପଜିଲ୍ଲାପାଳ ସୂଚନା ଦେଇଛନ୍ତି।

ଗତ ୨୫ ତାରିଖରେ 5T ସଚିବ ଭି.କେ.ପାଣ୍ଡିଆନ ପୁରୀ ଗସ୍ତରେ ଶ୍ରୀମନ୍ଦିର ଚତୁଃପାର୍ଶ୍‌ରେ ଚାଲିଥିବା ଐତିହ୍ୟ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ବୁଲି ଦେଖିଥିଲେ। ଶ୍ରୀକୃଷ୍ଣ ସିନେମା ହଲ ଉଚ୍ଛେଦ ଦ୍ଵାରା ଯାତ୍ରୀ,ପର୍ଯ୍ୟଟକ ଓ ଶ୍ରଦ୍ଧାଳୁ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଚତୁଃପାର୍ଶ୍ୱରେ ବୁଲିବା ସହ ଦୋଳବେଦୀ କୋଣ ପାର୍ଶ୍ୱ ଦେଇ ଅଧିଗ୍ରହଣ ହୋଇଥିବା ଜମି ଦେଇ ସୁବିଧାରେ ବାହାରି ପାରିବେ।

 

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

22 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

24 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago