Categories: ରାଜ୍ୟ

ଅଲିଭ୍‌ ରିଡ୍‌ଲେଙ୍କୁ ସୁରକ୍ଷା ଦେବା ପାଇଁ ଜାରି ହେଲା କଟକଣା, ଉପକୂଳବର୍ତ୍ତୀ ପୁରୀ ଜିଲ୍ଲାର ସମୁଦ୍ରରେ ମାଛ ଧରିବା ମନା

ପୁରୀ(କେନ୍ଯୁଜ୍) : ଆରମ୍ଭ ହୋଇଛି ବିରଳ ଅଳିଭ୍‌ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା। ଏଥିପାଇଁ ଉପକୂଳବର୍ତ୍ତୀ ପୁରୀ ଜିଲ୍ଲାର ସମୁଦ୍ରରେ ମାଛ ଧରିବା ଉପରେ କଟକଣା ଜାରି କରାଯାଇଛି। ନଭେମ୍ବର ୧ରୁ ଆରମ୍ଭ ହୋଇଥିବା ଏହି କଟକଣା ଆସନ୍ତା ମାର୍ଚ୍ଚ ୩୧ତାରିଖ ପର୍ଯ୍ଯନ୍ତ ବଳବତ୍ତର ରହିବ।

ଅଲିଭ୍‌ ରିଡ୍‌ଲେଙ୍କୁ ସୁରକ୍ଷା ଦେବାପାଇଁ ଏହି କଟକଣା ଜାରି କରାଯାଇଛି। ପ୍ରତିବର୍ଷ ଅଣ୍ଡାଦାନ ପାଇଁ ଋଷିକୂଲ୍ୟା, ଗହୀରମଥା ଓ ଦେବୀନଦୀ ମୁହାଣକୁ କଇଁଛ ଆସିଥାନ୍ତି। ତେଣୁ ତାଙ୍କ ସୁରକ୍ଷା ପାଇଁ ମତ୍ସ୍ୟ ବିଭାଗ ଓ ଜଙ୍ଗଲ ବିଭାଗ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। କଟକଣାକୁ ଉଲଘଂନ କଲେ ଡଙ୍ଗା ଓ ଟ୍ରଲର ଜବତ ସହ ଜରିମାନା ବ୍ୟବସ୍ଥା କରାଯାଇଛି।

KNews Bureau

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

5 seconds ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

9 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

21 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

29 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

30 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

48 mins ago