ଭୁବନେଶ୍ୱର(କେନ୍ଯୁଜ୍): ଓମିକ୍ରନ ଚିହ୍ନଟ ପାଇଁ ରାଜ୍ୟରେ ପହଁଞ୍ଚିଲା ଓମିସିଓର କିଟ୍। ୩୦ ହଜାର ଓମିସିୟୋର୍ କିଟ୍ ଆସି ପହଞ୍ଚିଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ RMRCକୁ କିଟ୍ ପ୍ରଦାନ କରାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ବ୍ରହ୍ମପୁର, କଟକ , ରାଉରକେଲା ଓ ଭୁବନେଶ୍ୱରରେ ବ୍ୟବହାର କରାଯିବ କିଟ୍।
କିଟ୍ ଆସିବା ପରେ ଡ୍ରାଏ ରନ୍ ଚାଲିଛି। କିଟ୍ ଠିକ୍ ଅଛି କି ନାହିଁ ଟେଷ୍ଟ କରାଯାଉଛି। ଇଣ୍ଟରନାଲ ଷ୍ଟଡି ପାଇଁ ବ୍ୟବହାର କରାଯିବ। ଯେଉଁ ଜିଲ୍ଲାରେ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି ସେହି ଜିଲ୍ଲାକୁ କିଟ୍ ପଠାଯିବ। ସହଜରେ ଓମିକ୍ରନ ଭାରିଆଣ୍ଟ ଚିହ୍ନଟ କରିବାରେ ଏହା ସହାୟକ ହେବ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…