ବ୍ରାଉନସୁଗର ଜବତ, ଜଣେ ଗିରଫ

ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ବ୍ରାଉନସୁଗର ବେପାର ଅଭିଯୋଗରେ ଜଣଙ୍କୁ ଗିରଫ କରିବା ସହ ୨୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି ।

ପୁରୀ : ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ବ୍ରାଉନସୁଗର ବେପାର ଅଭିଯୋଗରେ ଜଣଙ୍କୁ ଗିରଫ କରିବା ସହ ୨୦ ଗ୍ରାମ ବ୍ରାଉନସୁଗର ଜବତ କରିଛି । ଗିରଫ ଅଭିଯୁକ୍ତ ଅହମ୍ମଦପୂର୍ କେନାଲ ବନ୍ଧ ସାହିର ସୁଦାମ ଗାଗରାଏ । ସେ ଅହମ୍ମଦପୂର୍ ବାସୁକେରା ରାସ୍ତାରେ ସନ୍ଦେହଜନକ ଅବସ୍ଥାରେ ବୁଲୁଥିବାବେଳେ ପୋଲିସ ତାକୁ ଧରିଥିଲା । ପୋଲିସ ତା ଠାରୁ ୨୦ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ୩୮୦ ଟଙ୍କା ଜବତ କରିଛି । ଜବତ ବ୍ରାଉନସୁଗାର ର ବଜାର ଦର୍ ୨ ଲକ୍ଷ ଟଙ୍କା ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.