ରାଜ୍ୟ

ଆସିକା ଭେଟନଇ ନିକଟରେ ବୋଲେରୋ ସହ ବାଇକ୍ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ଭଞ୍ଜନଗର(କେନ୍ୟୁଜ୍): ଗଂଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ଭେଟନଈ ନିକଟରେ ବୋଲେରୋ ସହ ବାଇକ୍ ଧକ୍କା ରେ ଜଣେ ମୃତ, ଜଣେ ଗୁରୁତର ଆହତ । ମୃତକ ଜଣକ ଶଶାଙ୍କ କୁମାର ଷଡଙ୍ଗୀ । ତାଙ୍କ ଘର ନୟାଗଡ ଜିଲ୍ଲା ଓଡ଼ଗାଁ ଅଞ୍ଚଳରେ । ଆହତ ଜଣକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ , ଆସିକା ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ଉଭୟେ କୈାଣସି କାର୍ଯ୍ୟରେ ଓଡ଼ଗାଁରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ, ବିପରୀତ ଦିଗରୁ ଆସୁଥିବା ଏକ ବୋଲେରୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଖବର ପାଇ ଆସିକା ପୋଲିସ ଘଟଣାସ୍ଥଳରେ ପହଞ୍ଚି , ଦୁର୍ଘଟଣା ଗ୍ରସ୍ତ ଉଭୟ ଗାଡ଼ି ଓ ମୃତଦେହକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି ।

KNews Bureau

Recent Posts

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

53 mins ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

1 hour ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

2 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

3 hours ago

ବାପା ମାଟି ତଳୁ ଉଦ୍ଧାର ମା’ ଏବେବି ନିଖୋଜ ; ପୁଅକୁ ଉଚିତ୍‌ ଦଣ୍ଡ ଦେବାକୁ ଝିଅର ଦାବି

ସୋର(କେନ୍ୟୁଜ୍‌): ଜହ୍ଲାଦ ପୁଅ । ସବୁ ସୀମା ପାର୍‌ କଲା । ମଦ ନିଶାରେ ଭୁଲିଗଲା ରକ୍ତ ସମ୍ପର୍କ ।…

4 hours ago