Below header

ବିଲରେ କାମ କରୁଥିବାବେଳେ ବଜ୍ରାଘାତରେ ଜଣେ ମୃତ, ୩ ଗୁରୁତର

ମାହାଙ୍ଗା(କେନ୍ୟୁଜ୍): ବଜ୍ରାଘାତରେ ଜଣେ ମୃତ, ୩ ଗୁରୁତର । ମାହାଙ୍ଗା ବ୍ଲକ ବାଲିପଡା ଗାଁରେ ଅଘଟଣ। ବିଲରେ କାମ କରୁଥିବାବେଳେ ବଜ୍ରାଘାତରେ ୪ଜଣ ଗୁରୁତର ହୋଇଥିଲେ। ସେମାନଙ୍କୁ ନିଶ୍ଚିନ୍ତକୋଇଲି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ୧୬ ବର୍ଷର ସୁରେଶ ଜେନା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.