ରାଜ୍ୟ

ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା: ଜଣେ ମୃତ, ଦୁଇ ଗୁରୁତର

କାକଟପୁର (କେନ୍ୟୁଜ): କାକଟପୁର-କୋଣାର୍କ ମୁଖ୍ୟ ରାସ୍ତା କୁଣ୍ଢେଇ ତିନି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ମୃତ ଯୁବକ ଜଣଙ୍କ ହେଲେ ମୁନା ସାହୁ। ତାଙ୍କ ଘର କାକଟପୁର ଥାନା ଅନ୍ତର୍ଗତ ଶ୍ରୀ ଚନ୍ଦନପୁର ଅଞ୍ଚଳରେ। ଆହତଦ୍ୱୟଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

ଗତକାଲି ବିଳମ୍ବିତ ରାତିରେ ଏକ ବାଇକରେ ୨ଜଣ ଯୁବକ ଘରକୁ ଫେରୁଥିଲେ। ଏହି ସମୟରେ ତିନିଛକ ନିକଟରେ ବିପରୀତ ଦିଗରୁ ଆସୁଥିବା ଅଟୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଜଣେ ବାଇକ୍ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିଲେ। ଦୁର୍ଘଟଣାରେ ଅଟୋ ଡ୍ରାଇଭର ଆହତ ହୋଇଥିଲେ। ଉଭୟ ଗାଡି ଦ୍ରୁତ ଗତିରେ ଥିବାରୁ ଦୁର୍ଘଟଣା ଘଟିଛି । ପୋଲିସ ଆହତମାନଙ୍କୁ ଉଦ୍ଧାର କରି ବାଙ୍ଗୁରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago