Below header

ଗଞ୍ଜାମ ଗୁଳିକାଣ୍ଡରେ ଜଣେ ମୃତ

ଗଞ୍ଜାମ : ଦିନକୁ ଦିନ ଅପରାଧ ତାହାର ସମସ୍ତ ସୀମା ଲଙ୍ଘୁଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଞ୍ଜାମ ଜିଲ୍ଲାରେ ଦେଖିବାକୁ ମିଳିଛି ଗୁଳିକାଣ୍ଡ। ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି । ଶେରଗଡ଼ ଥାନା ଅନ୍ତର୍ଗତ ଗୋଠଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ମୃତକଙ୍କ ନାଁ ଯୋଗୀ ସ୍ୱାଇଁ । ତାଙ୍କ ଘର ଗୋଠଗାଁରେ । ଗୁରୁତର ଅବସ୍ଥାରେ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରିବା ବେଳେ ଯୋଗୀଙ୍କର ମୃତ୍ୟୁ ହୋଇଛି । ପୂର୍ବ ଶତ୍ରୁତାରୁ ତାଙ୍କ ଉପକୁ ଗୁଳିମାଡ଼ ହୋଇଥିଲା । ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.