Below header

ଢେଙ୍କାନାଳ: ଦନ୍ତା ହାତୀ ଆକ୍ରମଣରେ ଜଣେ ମୃତ, କ୍ଷତିପୂରଣ ଓ ସ୍ଥାନୀୟ ଅଞ୍ଚଳରୁ ହାତୀ ପଲଙ୍କୁ ଘଉଡାଇବା ଦାବିରେ ରାସ୍ତା ଅବରୋଧ

ଢେଙ୍କାନାଳ: ଦନ୍ତା ହାତୀ ଆକ୍ରମଣରେ ଜଣେ ମୃତ । ମୃତକ ହେଲେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ସୋଗର ଗାଁର ହୃଦାନନ୍ଦ ମଲ୍ଲିକ୍‌ । ସକାଳୁ ଶୌଚ ହେବାକୁ ଯାଇଥିବାବେଳେ ଦନ୍ତାହାତୀ ଆକ୍ରମଣର ଶିକାର ହୋଇଥିଲେ । ମୃତ୍ୟୁ ପରେ ସ୍ଥାନୀଅ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଓ ସ୍ଥାନୀୟ ଅଞ୍ଚଳରୁ ହାତୀ ପଲଙ୍କୁ ଘଉଡାଇବାକୁ ଦାବି କରି ରାସ୍ତା ଅବରୋଧ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.