ରାଜ୍ୟ

ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ, ସୁନ୍ଦରଗଡ଼ରେ ଜଣେ ମୃତ

ସୁନ୍ଦରଗଡ଼ (କେନ୍ୟୁଜ): ଡେଙ୍ଗୁ ପରେ ରାଜ୍ୟରେ ସ୍କ୍ରବ ଟାଇଫସକୁ ନେଇ ବଢୁଛି ଚିନ୍ତା । ସୁନ୍ଦରଗଡ଼ରେ ସ୍କ୍ରବ ଟାଇଫସ୍। ଜିଲ୍ଲାରେ ଜାନୁଆରୀ ମାସରୁ ବର୍ତ୍ତମାନ ସୁଦ୍ଧା ୧୩୨ ଜଣ ସ୍କ୍ରବ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ ସୁସ୍ଥ ରହିଥିବା କହିଛନ୍ତି ଭାରପ୍ରାପ୍ତ ସିଡିଏମଓ କାହ୍ନୁଚରଣ ନାୟକ ।

ସେହି ରୋଗୀ ଜଣକ ପ୍ରାୟ ୨୦ଦିନ ଆଇସିୟୁରେ ଚିକିତ୍ସିତ ହେଉଥିଲେ । ପୂର୍ବରୁ ମଧ୍ୟ ସେ ଅନ୍ୟ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ । ଏହାର ମୁକାବିଲା ପାଇଁ ସମସ୍ତ ପଦକ୍ଷେପ ନିଆଯାଉଥିବା ସୂଚନା ଦେଇଛନ୍ତି ଭାରପ୍ରାପ୍ତ ସିଡିଏମଓ କାହ୍ନୁଚରଣ ନାୟକ । ବିଲ ବା ଜଙ୍ଗଲ ଯାଉଥିବା ଲୋକଙ୍କୁ ଚିଗର ନାମକ କୀଟ କାମୁଡିବା ଦ୍ବାରା ଏହା ବ୍ୟାପୁଛି। ଏହାର ଲକ୍ଷଣ ଜ୍ବର ଲାଗି ରହିବା,ମୁଣ୍ଡ ବିନ୍ଧା ବୋଲି କୁହାଯାଇଛି।

 

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି କୌଣସି ପ୍ରକାରର ନୂଆ ଯୋଜନା କରିବେ ଏବଂ ସେଥିରେ ସଫଳ ହେବେ

ମେଷ: ଆପଣଙ୍କର କିଛି ନୂଆ କାମରେ ରୁଚି ବଢିବ । ଆଥିକ ସ୍ଥିତି ପୂର୍ବ ଅପେକ୍ଷା ସୁଦୃଢ ହେବ ।…

4 hours ago

୨୦ରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ, ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ହେବେ କାମଚଳା ବାଚସ୍ପତି

ଆସନ୍ତା ୨୦ ତାରିଖରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ। ୧୯ ତାରିଖରେ ବାଚସ୍ପତି ପଦ ପାଇଁ ନମାଙ୍କନ ଦାଖଲ ହେବ…

6 hours ago

ଟାଇମ୍‍ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ ରାଙ୍କିଙ୍ଗ : ଭାରତରେ ଏକ ନମ୍ବର ଓ ବିଶ୍ୱରେ ଷଷ୍ଠ ସ୍ଥାନରେ ରହିଛି କିଟ୍‍ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର (କେନ୍ୟୁଜ): ପ୍ରତିବର୍ଷ ପରି ଚଳିତ ବର୍ଷ ଟାଇମ୍‍ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ (ସାମାଜିକ ପ୍ରଭାବ) ରାଙ୍କିଙ୍ଗ ପ୍ରକାଶ ପାଇଛି।…

6 hours ago

ବଜ୍ରାପାତରେ ଜଣେ ମୃତ, ମା’ କିଚକେଶ୍ୱରୀ ଦେବୀ ମନ୍ଦିର କଳସ ଭାଙ୍ଗିଲା

କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ଉପଖଣ୍ଡରେ ଅପରାହ୍ନରେ କିଛି କିଛି ସ୍ଥାନରେ ଘଡଘଡି ସହିତ ହାଲୁକା ବର୍ଷା ଲାଗି…

7 hours ago

ଆଖି ପିଛୁଳାକେ ଚାଲି ଯାଇଥାନ୍ତା ଜୀବନ, ରେଳ ଯାତ୍ରୀଙ୍କୁ ବଞ୍ଚାଇ ଦେଲେ ସୁରକ୍ଷା କର୍ମୀ

କଟକ (କେନ୍ୟୁଜ୍‌) : ଜୀବନ ବଞ୍ଚାଇ ଦେଲେ ରମେଶ। କଟକ ରେଳବାଇ ପୋଲିସ୍‌ କର୍ମଚାରୀଙ୍କ ସାହସିକତା ପାଇଁ ବଞ୍ଚି ଗଲା…

8 hours ago

ବିଜେପି ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଏମିତି ଆସିଥିଲେ କିଛି ନିଆରା ବ୍ୟକ୍ତି

ଭୁବନେଶ୍ୱର: ଚାରିଆଡ଼େ ପରିବର୍ତ୍ତନର ସ୍ୱର । ଓଡ଼ିଶା ରାଜନୀତିରେ ହୋଇଛି ବଡ଼ ପରିବର୍ତ୍ତନ । ଦୀର୍ଘ ୨୪ ବର୍ଷ ଧରି…

8 hours ago