Below header

ବାଇକ-ବୋଲେରୋ ମୁହାଁମୁହିଁ, ଜଣେ ମୃତ, ୨ ଗୁରୁତର

ବାଇକ-ବୋଲେରୋ ମୁହାଁମୁହିଁ ଧକ୍କା । ଜଣେ ମୃତ, ୨ ଗୁରୁତର । ଯାଜପୁର ଥାନା ଯୋଡିକୂଅ ଛକ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ପଶ୍ଚିମବଙ୍ଗ ମେଦିନପୁର ଅଞ୍ଚଳର ଏସ୍‌. କେ. ମୋତି । ଗୁରୁତର ଦୁଇ ଯୁବକ ହେଲେ ସେକ୍‌ ନାହାଜ ହୁସେନ୍‌ ଓ ଏକ୍ରା ମୁନ୍‌ ।

 ଯାଜପୁର(କେନ୍ୟୁଜ):  ବାଇକ-ବୋଲେରୋ ମୁହାଁମୁହିଁ ଧକ୍କା । ଜଣେ ମୃତ, ୨ ଗୁରୁତର । ଯାଜପୁର ଥାନା ଯୋଡିକୂଅ ଛକ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ପଶ୍ଚିମବଙ୍ଗ ମେଦିନପୁର ଅଞ୍ଚଳର ଏସ୍‌. କେ. ମୋତି । ଗୁରୁତର ଦୁଇ ଯୁବକ ହେଲେ ସେକ୍‌ ନାହାଜ ହୁସେନ୍‌ ଓ ଏକ୍ରା ମୁନ୍‌ ।

ଦୁଇ ଗୁରୁତରଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଉଭୟଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।ଦୀର୍ଘ ୮ ବର୍ଷ ଧରି ସେମାନେ ଯାଜପୁରରେ ଏକ ଚୁଡା କଳରେ କାମ କରୁଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.