କାମାକ୍ଷାନଗର: ବୃଦ୍ଧୃଙ୍କୁ ଦଳିଦେଲା ଦନ୍ତା। ହାତୀ ଆକ୍ରମଣରେ କାମାକ୍ଷାନଗର ମହାବୀରରୋଡ ରେଞ୍ଜ ଗଡପଳାଶୁଣି ଗାଁର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ନାଁ ନାରାୟଣ ନାୟକ। ଗତକାଲି ରାତିରେ ସେ ଘରୁ ବାହିରକି ଯାଉଥିବାବେଳ ହାତୀ ହାବୁଡରେ ପଡିଥିଲେ। ହାତୀଟି ତାଙ୍କୁ ଦଲି ଦେଇଥିଲା। ଗୁରୁତର ଅବସ୍ଥାରେ ନାରାୟଣଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ବାରମ୍ବାର ହାତୀ ଆକ୍ରମଣରେ ଲୋକହ୍କ ଧନ ଜୀବନ ହାନୀ ହେଉଥିବାରୁ ଏହାକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି।
ଆଜିକାଲି ପାର୍ଲର ଯିବା ଏକ ପ୍ରକାର ଫେସନ୍ ହୋଇଗଲାଣି । ଅଧିକାଂଶ ଯୁବପିଢ଼ି ପାର୍ଲର ଯିବାକୁ ପସନ୍ଦ କରିଥାଆନ୍ତି ।…
ଗୋପ : ଶେଷ ରଜରେ ପର୍ଯ୍ୟଟନ କ୍ଷେତ୍ର କୋଣାର୍କ ସମେତ ଚନ୍ଦ୍ରଭଗା ଓ ରାମଚଣ୍ଡୀ ପୀଠରେ ନାହିଁ ନଥିବା ଭିଡ଼…
ଇଭିଏମ୍ ଅନ୍ଲକ କରିବା ପାଇଁ କୌଣସି ଓଟିପିର ଆବଶ୍ୟକ ହୁଏନାହିଁ । ନିର୍ବାଚନ ଆୟୋଗ ଏକ ସାମ୍ବାଦିକ ସମ୍ମିଳନୀରେ ଏହି…
ବେଗୁନିଆ : ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ । ବୋଲଗଡ ଦେଇ ଯାଇଥିବା ଜାତୀୟ ରାଜପଥର ପଞ୍ଚୁକୋଟ ନିକଟରେ ରାୟଗଡ଼ାରୁ…
ଯୁଗାଡ଼କୁ ନେଇ ଭାରତରେ କୌଣସି ବିରତି ନାହିଁ । ଏଠାରେ ପ୍ରତ୍ୟେକ ସମସ୍ୟାର ସୁଲଭ ଏବଂ ଦୃଢ଼ ସମାଧାନ ରହିଛି…
ଆଳି : ହୁତୁ ହୁତୁ ହୋଇ ଜଳିଗଲା ୪ବଖରା ଘର । କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ବଡ଼ମାନପୁର…