Below header

ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବସକୁ ପିଟିଲା କାର୍, ଜଣେ ମୃତ

ଭୁବନେଶ୍ୱରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଚନ୍ଦ୍ରଶେଖରପୁର ଥାନା ନିକଟ ପେଟ୍ରୋଲ ପମ୍ପ ପାଖରେ ଦୁର୍ଘଟଣା ହୋଇଛି । ଫଳରେ ଏଥିରେ ଜଣେ ମୃତ, ୨ ଜଣ ଗୁରୁତର ହୋଇଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ):  ଭୁବନେଶ୍ୱରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଚନ୍ଦ୍ରଶେଖରପୁର ଥାନା ନିକଟ ପେଟ୍ରୋଲ ପମ୍ପ ପାଖରେ ଦୁର୍ଘଟଣା ହୋଇଛି l ଫଳରେ ଏଥିରେ ଜଣେ ମୃତ, ୨ ଜଣ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ ଭାରସାମ୍ୟ ହରାଇ ଦ୍ରୁତଗାମୀ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଡିଭାଇଡର ଉପରକୁ ମାଡ଼ି ଯାଇ ଅପରପାର୍ଶ୍ୱରେ ଥିବା ବସ୍‌କୁ ପିଟିଥିଲା। ଏହି ଦୁର୍ଘଟଣାରେ ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ ୨ ଗୁରୁତର ହୋଇଥିଲେ। ଗାଡ଼ିଟି ଭାଙ୍ଗି ଚୁରମାର ହୋଇଯାଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.