ରାଜ୍ୟ

ସୁନ୍ଦରଗଡ଼ ରାଣୀବଗିଚା ବାଇପାସ୍‌ ନିକଟରେ ଟ୍ରକ୍ ପଛରେ ପିଟିଲା ଟ୍ରକ୍, ୨ ମୃତ

ସୁନ୍ଦରଗଡ(କେନ୍ଯୁଜ୍): ଟ୍ରକ୍ ପଛରେ ପିଟିହେଲା ଟ୍ରକ୍ । ଦୁର୍ଘଟଣାରେ ୨ ମୃତ। ସୁନ୍ଦରଗଡ଼ ରାଣୀବଗିଚା ବାଇପାସ୍‌ ନିକଟରେ ଏହି ଦୁର୍ଘଟଣା ଘଟିଛି। ଝାରସୁଗୁଡ଼ାରୁ ପିଡିଏସ୍‌ ଚାଉଳ ବୋଝେଇ କରି ରାଉରକେଲା ଯାଉଥିବା ଏକ ଟ୍ରକର ଚକ ଫାଟି ଯାଇଥିଲା। ଫଳରେ ପଛରେ ଥିବା ଟ୍ରକ ଆଗ ଟ୍ରକକୁ ଧକ୍କା ଦେଇଥିଲା।

ଦୁର୍ଘଟଣାରେ ଟ୍ରକ ଡ୍ରାଇଭରଙ୍କ ସମେତ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଟ୍ରକ ଭିତରୁ ମୃତଦେହ ବାହାର କରିବା ସମ୍ଭବ ହୋଇନଥିଲା। ଗ୍ୟାସ କଟର ସାହାଯ୍ୟରେ ଟ୍ରକ କଟାଯାଇ ମୃତଦେହ ୨ଟି ବାହାର କରାଯାଇଥିଲା। ସୁନ୍ଦରଗଡ଼ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

Sonalisa

Recent Posts

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ଯୁବକଙ୍କୁ ହତ୍ୟା ।  ଭୁବନେଶ୍ୱର ନାକା ଗେଟ୍ ନିକଟରୁ ଯୁବକଙ୍କ ମୃତଦେହ ଜବତ ହୋଇଛି । …

13 mins ago

ରବିନା ଟଣ୍ଡନଙ୍କ ବିରୁଦ୍ଧରେ ମାରପିଟ୍‌ ଅଭିଯୋଗ, ନିଶାରେ ବୟସ୍କା ମହିଳାଙ୍କୁ କରିଛନ୍ତି ଆକ୍ରମଣ

ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନଙ୍କ ଉପରେ ଅଭିଯୋଗ । ରବିନା ଜଣେ ବୟସ୍କା ମହିଳା ଏବଂ ତାଙ୍କ ପରିବାର ସହିତ…

15 mins ago

ବ୍ରେକଅପ୍‌ ଆମକୁ କଣ ଶିକ୍ଷା ଦିଏ ? ଜାଣନ୍ତୁ କିଛି ରୋଚକ କଥା

ମେଣ୍ଟାଲ ହେଲଥ୍‌ ଏବଂ ଇମୋସନ୍‌ ପାଇଁ ବ୍ରେକଅପ୍‌ ଭଲ ହୋଇନଥାଏ । ଏହା ଅନେକ ଲୋକଙ୍କ ପାଇଁ ଜୀବନର ସବୁଠାରୁ…

48 mins ago

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା, ଜାଣନ୍ତୁ କ’ଣ ଏହାର ସ୍ୱତନ୍ତ୍ରତା?

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସମ୍ପୂର୍ଣ୍ଣ ସତ । ଏକ…

56 mins ago

କୋଚିନ ସିପୟାର୍ଡରେ ସେଫ୍ଟି ଆସିଷ୍ଟାଣ୍ଟ ପଦବୀରେ ଭର୍ତ୍ତି, ଜାଣନ୍ତୁ କେତେ ମିଳିବ ଦରମା

କୋଚିନ ସିପୟାର୍ଡ ଲିମିଟେଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ୩୦ରୁ ଅଧିକ ପଦବୀରେ…

1 hour ago

ସତସଙ୍ଗ ବିହାରରେ ସିରିଜ୍‌ ଦୁର୍ଘଟଣା, ଦୁଇଟି କାର୍‌କୁ ପଛରୁ ପିଟିଲା ବସ୍‌

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ସିରିଜ୍‌ ଦୁର୍ଘଟଣା । ଭୁବନେଶ୍ବର ସତସଙ୍ଗ ବିହାର ନିକଟରେ ଘଟିଛି ଏହି ଦୁର୍ଘଟଣା । ପ୍ରଥମେ…

1 hour ago