କଳାହାଣ୍ଡି କୋକସରା କେନାଲ ପୋଲ ନିକଟରେ ମର୍ମନ୍ତୁଦ ଟ୍ରକ ଦୁର୍ଘଟଣା: ଜଣଙ୍କ ମୃତ୍ୟୁ, ୨ ଗୁରୁତର

ଧର୍ମଗଡ(କେନ୍ଯୁଜ୍): କଳାହାଣ୍ଡି ଜିଲ୍ଲା କୋକସରା କେନାଲ ପୋଲ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଟ୍ରକ ଧକ୍କାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ହୋଇଛନ୍ତି । ମୃତକ ହେଲେ ଚିକିଲି ଗାଁର ଯୋଗଧ୍ୟାନ ବେମାଲ ।

ରାସ୍ତାକଡରେ ୩ ଜଣ ଛିଡା ହୋଇଥିବାବେଳେ ଦ୍ରୁତ ଗତିରେ ଆସି ଗାଡିଟି ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.