ବାଣୀବିହାର ରେଳ ଓଭର ବ୍ରିଜ ଉପରେ ମର୍ମନ୍ତୁଦ ଦୁର୍ଘଟଣା: ସ୍କୁଟି ଆରୋହୀଙ୍କୁ ଚାପିଦେଲା ଟ୍ରକ୍

ସ୍କୁଟି ଆରୋହୀଙ୍କୁ ଚାପିଦେଲା ଟ୍ରକ। ବାଣୀବିହାର ରେଳ ଓଭର ବ୍ରିଜ ଉପରେ ମର୍ମନ୍ତୁଦ ଦୁର୍ଘଟଣା। ଆଜି ସକାଳେ ଜଣେ ସ୍କୁଟି ଚାଳକଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଛି ଟ୍ରକ ଡ୍ରାଇଭର। ଫଳରେ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ହୋଇଥିଲା ।

ଭୁବନେଶ୍ୱର (କେନ୍ୟୁଜ): ସ୍କୁଟି ଆରୋହୀଙ୍କୁ ଚାପିଦେଲା ଟ୍ରକ। ବାଣୀବିହାର ରେଳ ଓଭର ବ୍ରିଜ ଉପରେ ମର୍ମନ୍ତୁଦ ଦୁର୍ଘଟଣା। ଆଜି ସକାଳେ ଜଣେ ସ୍କୁଟି ଚାଳକଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଛି ଟ୍ରକ ଡ୍ରାଇଭର। ଫଳରେ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ହୋଇଥିଲା ।

ଦୁର୍ଘଟଣା ପରେ ଦୀର୍ଘ ସମୟ ଧରି ଟ୍ରାଫିକ ଜାମ୍ ହୋଇଥିଲା। ଟ୍ରାଫିକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଥିଲେ। ସହିଦନଗର ଓ ମଞ୍ଚେଶ୍ବର ଥାନା ପୋଲିସ ଫେରାର ଟ୍ରକ ଡ୍ରାଇଭରକୁ ଧରିବାକୁ ତନାଘନା ଜାରି ରଖିଛି। ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.