ମାଟି ଅତଡ଼ା ଧସି ଜଣେ ମୃତ
କୁଚିଣ୍ଡାରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ମାଟି ଅତଡ଼ା ଧସିବାରୁ ଚାପି ହୋଇ ଜଣେ ୨୫ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି।

କୁଚିଣ୍ଡା : କୁଚିଣ୍ଡାରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ମାଟି ଅତଡ଼ା ଧସିବାରୁ ଚାପି ହୋଇ ଜଣେ ୨୫ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ମହୁଲପାଲି ଥାନା ଅଂଚଳର ଘଟଣା । ବାଲି ଘାଟରୁ ବାଲି ଉଠାଉଥିବା ବେଳେ ଧସିଲା ମାଟି ଅତଡା। ମୃତକ ହେଲେ ମହୁଲପାଲି ଗ୍ରାମର ଅନାମ ରୋହିଦାସ।