ସମ୍ବଲପୁର ଖିଣ୍ଡା ଛକ ନିକଟରେ ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଜଣେ ମୃତ, ୫ ଗୁରୁତର

ସମ୍ବଲପୁର(କେନ୍ୟୁଜ୍): ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌ । ଜଣେ ମୃତ, ୫ ଗୁରୁତର । ସମ୍ବଲପୁର ଠେଲକୋଲଇ ଥାନା ଅନ୍ତର୍ଗତ ଖିଣ୍ଡା ଛକ ନିକଟରେ ଦୁର୍ଘଟଣା ଘଟିଛି । ଝାରସୁଗୁଡ଼ାରୁ ସମ୍ବଲପୁର ଆସୁଥିଲା ଯାତ୍ରୀବାହୀ ବସ୍‌ । ସମସ୍ତ ୫ ଗୁରୁତରଙ୍କୁ ଝାରସୁଗୁଡା ସ୍ଥାନାନ୍ତର କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.