ବୌଦ୍ଧ : ୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକ ଗୁରୁତର

ବୌଦ୍ଧ(କେନ୍ୟୁଜ ): ବୌଦ୍ଧ ଜିଲ୍ଲାରେ ଘଟି ଯାଇଛି ଏକ ଅଭାବନୀୟ ଘଟଣା ।୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି । ବୌଦ୍ଧ ଜିଲ୍ଲା ମନମୁଣ୍ଡା ଅଞ୍ଚଳରେ ଏକ ଘର ତିଆରି କାମରେ ନିୟୋଜିତ ଥିବା ଶ୍ରମିକ ମାଟିନ୍‌ ଶେଖ୍‌ ଗୁରୁତର ହୋଇଛନ୍ତି । ତାଙ୍କୁ ବୁର୍ଲା ମେଡିକାଲ ସ୍ଥାନାନ୍ତର କରାଯାଇଛି।