ରାୟଗଡା(କେନ୍ୟୁଜ୍) : ବିଜୁ ସେତୁ ଯୋଜନାରେ ନିର୍ମାଣ ବ୍ରିଜ କାମ କରିବା ବେଳେ ଅଘଟଣ। ସଟର ତଳେ ଚାପିହୋଇ ଶ୍ରମିକଙ୍କ ମୃତ୍ୟୁ। ମୃତ ଶ୍ରମିକଙ୍କ ନାମ କାସରି ମାଝି । ତାଙ୍କ ଘର କାଶୀପୁର ଅଞ୍ଚଳର ବୋଲି ଜଣାପଡିଛି। ଏହି ଖବର ପାଇବାପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚିଛି। ଘଟଣାଟି ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଥାନା ସଦର ବଡ଼ଦ୍ୱାରସାହି କଲ୍ୟାଣୀ ନଦୀରେ ଘଟିଛି ।
ବର୍ତ୍ତମାନ ସୁଦ୍ଧା ଅନ୍ଯ ଶ୍ରମିକମାନେ ଉଦ୍ଧାର ହୋଇ ପାରିନାହାନ୍ତି। ତେବେ ଉଦ୍ଧାର କାର୍ଯ୍ଯ ଜାରି ରହିଛି। ସୂଚନା ଥାଉକି, ଏହି ବିଜୁ ସେତୁ ନିର୍ମାଣ କାର୍ଯ୍ଯ ଗତ ୦୧.୦୧.୨୦୧୯ ଠାରୁ ଚାଲିଛି। ଏନେଇ କାହାର ପ୍ରତିକ୍ରିୟା ମିଳିପାରିନାହିଁ।
ମେଷ: ଆପଣଙ୍କର କିଛି ନୂଆ କାମରେ ରୁଚି ବଢିବ । ଆଥିକ ସ୍ଥିତି ପୂର୍ବ ଅପେକ୍ଷା ସୁଦୃଢ ହେବ ।…
ଆସନ୍ତା ୨୦ ତାରିଖରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ। ୧୯ ତାରିଖରେ ବାଚସ୍ପତି ପଦ ପାଇଁ ନମାଙ୍କନ ଦାଖଲ ହେବ…
ଭୁବନେଶ୍ୱର (କେନ୍ୟୁଜ): ପ୍ରତିବର୍ଷ ପରି ଚଳିତ ବର୍ଷ ଟାଇମ୍ସ ହାଇଅର ଏଜୁକେସନ୍ ଇମ୍ପାକ୍ଟ (ସାମାଜିକ ପ୍ରଭାବ) ରାଙ୍କିଙ୍ଗ ପ୍ରକାଶ ପାଇଛି।…
କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ଉପଖଣ୍ଡରେ ଅପରାହ୍ନରେ କିଛି କିଛି ସ୍ଥାନରେ ଘଡଘଡି ସହିତ ହାଲୁକା ବର୍ଷା ଲାଗି…
କଟକ (କେନ୍ୟୁଜ୍) : ଜୀବନ ବଞ୍ଚାଇ ଦେଲେ ରମେଶ। କଟକ ରେଳବାଇ ପୋଲିସ୍ କର୍ମଚାରୀଙ୍କ ସାହସିକତା ପାଇଁ ବଞ୍ଚି ଗଲା…
ଭୁବନେଶ୍ୱର: ଚାରିଆଡ଼େ ପରିବର୍ତ୍ତନର ସ୍ୱର । ଓଡ଼ିଶା ରାଜନୀତିରେ ହୋଇଛି ବଡ଼ ପରିବର୍ତ୍ତନ । ଦୀର୍ଘ ୨୪ ବର୍ଷ ଧରି…