ରାଜ୍ୟ

ମାଲ ବୋଝେଇ ଟ୍ରେନ ଉପରେ ଚଢ଼ି ସେଲ୍ଫି ନେବା ବେଳେ ଜଳିଗଲେ ୩ ନାବାଳକ: ଜଣଙ୍କର ମୃତ୍ୟୁ, ଦୁଇ ଗୁରୁତର

ରାୟଗଡ଼ା(କେନ୍ୟୁଜ୍):  ମାଲ ବୋଝେଇ ଟ୍ରେନ ଉପରେ ଚଢ଼ି ସେଲ୍ଫି ନେବା ହେଲା କାଳ। ୨୫କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ବାଳକର ମୃତ୍ୟୁ ହୋଇଥିବା ବେଳେ ଅନ୍ଯ ଦୁଇଜଣ ବଳକାକଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏଭଳି ଘଟଣା ଘଟିଛି କଲ୍ଯାଣସିଂହପୁର ଥାନା ଅନ୍ତର୍ଗତ ଭାଲୁ ଭାଲୁମସ୍କା ରେଳ ଷ୍ଟେସନ ନିକଟରେ।

ମୃତ ବାଳକ ଜଣକ ହେଲେ କାଶୀପୁର ବ୍ଲକ ବର୍ତ୍ତିବାଲି ଗ୍ରାମର ବୋଲି ସୂଚନା ମିଳିଛି। ଘଟଣା ଘଟିବା ପରେ ଷ୍ଟେସନ ମାଷ୍ଟରଙ୍କ ସମେତ ରେଳବାଇ ପୋଲିସ ପହଞ୍ଚି ଘଟଣାସ୍ଥଳରୁ ଦୁଇଜଣ ଗୁରୁତର ବଳକାଙ୍କୁ ମେଡ଼ିକାଲକୁ ସ୍ଥାନାନ୍ତର କରିବା ସହ ମୃତ ବାଳକର ମର ଶରୀର ଠାବ କରି ତଦନ୍ତ କରୁଛନ୍ତି। ଭାଲୁମାସ୍କା ଗ୍ରାମରେ ଅନୁଷ୍ଠିତ ଏକ ବିବାହ ଭୋଜିକୁ ଆସିଥିଲେ ଆଉ ଏଭଳି ଘଟଣା ଘଟିଥିବାରୁ ଉକ୍ତ ଅଞ୍ଚଳରେ ଶୋକାକଳ ପରିବେଶ ସୃଷ୍ଟି ହୋଇଛି।

 

KNews Bureau

Recent Posts

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

20 mins ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

42 mins ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

52 mins ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

56 mins ago

କୋର୍ଟରୁ ମିଳିଲାନି ଆଶ୍ୱସ୍ତି, କାଲି ତିହାର ଜେଲ୍‌ ଫେରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଝଟ୍‌କା । କୋର୍ଟରୁ ତାଙ୍କୁ ଆଶ୍ୱସ୍ତି ମିଳିନାହିଁ । କୋର୍ଟ ତାଙ୍କ ମଧ୍ୟବର୍ତ୍ତୀକାଳୀନ…

60 mins ago

ଚଳଚଞ୍ଚଳ ରଥ ଖଳା, ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ

ପୁରୀ(କେନ୍ୟୁଜ୍‌): ଦ୍ରୁତ ଗତିରେ ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ । ଚଳଚଞ୍ଚଳ ରଥ ଖଳା l ତିନି…

1 hour ago