ରାଜ୍ୟ

ଧବଳେଶ୍ବର ପୀଠରେ ନିର୍ମାଣ ହେବ ଆଉ ଏକ ପୋଲ, ସୂଚନା ଦେଲେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ

କଟକ (କେନ୍ୟୁଜ): ଧବଳେଶ୍ବର ପୀଠ ପାଇଁ ମହାନଦୀ ଉପରେ ନିର୍ମାଣ ହେବ ଆଉ ଏକ ପୋଲ । ଯାତ୍ରୀଙ୍କ ସୁବିଧା ପାଇଁ ଏହି ପୋଲ ନିର୍ମାଣ କରାଯିବ ବୋଲି ଆଜି ସୂଚନା ଦେଇଛନ୍ତି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ । ଆଜି କାର୍ତ୍ତିକ ପୂର୍ଣ୍ଣିମାରେ ବାବା ଧବଳେଶ୍ବରଙ୍କୁ ଦର୍ଶନ କରିବା ପରେ ଏହି ସୂଚନା ଦେଇଛନ୍ତି ମନ୍ତ୍ରୀ ।

ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ସ୍ବାର୍ଥ ଏବଂ ଯାତାୟାତ ସୁବିଧା ନିମନ୍ତେ ବାବା ଧବଳେଶ୍ବରଙ୍କ ପୀଠକୁ ଆଉ ଏକ ନୂତନ ପୋଲ ନିର୍ମାଣ ଦିଗରେ ରାଜ୍ୟ ସରକାର ଚିନ୍ତା କରୁଛନ୍ତି । ଖୁବ୍ ଶୀଘ୍ର ଝୁଲାପୋଲ କାର୍ଯ୍ୟକ୍ଷମ ହେବା ସହିତ ଏହାକୁ ଏକ ଭିନ୍ନ ରୂପରେ ରାଜ୍ୟବାସୀ ଦେଖିବେ ବୋଲି ସେ କହିଛନ୍ତି।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago