ଭୁବନେଶ୍ବରରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧କୁ ବୃଦ୍ଧି

ଭୁବନେଶ୍ବର: ଭୁବନେଶ୍ବରରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ । ଆକ୍ରାନ୍ତ ଜଣଙ୍କ ୪୫ ବର୍ଷ ବୟସ୍କ। ତାଙ୍କ ଘର ଭୁବନେଶ୍ବର ୟୁନିଟ୍-୪ର ମଧୁସୁଦନ ନଗରରେ ବୋଲି ସୂଚନା ମିଳିଛି । ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧କୁ ବୃଦ୍ଧି ପାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.