ରାଉରକେଲାରୁ ଆସିଛି ୭୦କୋଟି ଟଙ୍କାର GST ଠକେଇ ଅଭିଯୋଗ, ପାଇପ ମିସ୍ତ୍ରୀଙ୍କ ନାଁରେ ଚାଲିଥିଲା ଅର୍ଥ କାରବାର

ରାଉରକେଲା: ରାଉରକେଲାରେ ପୁଣି GST ଠକେଇ ଅଭିଯୋଗ। ପାଇପ ମିସ୍ତ୍ରୀଙ୍କ ନାଁରେ ଚାଲିଥିଲା ଅର୍ଥ କାରବାର। ରାଉରକେଲା ବାସନ୍ତୀ କଲୋନୀ ହରିପୁର ବସ୍ତିରେ ରହୁଥିବା ସମୀର ଜୋଜୋଙ୍କ ନାଁରେ ଆସିଛି ୭୦କୋଟି ଟଙ୍କାର GST ଠକେଇ ଅଭିଯୋଗ।

ତାଙ୍କ ଅଜାଣତରେ ମେସର୍ସ ମଧୁମିତା ଷ୍ଟିଲ ଇଣ୍ଡଷ୍ଟ୍ରିଜ୍‌ ପ୍ରାଇଭେଟ ଲିମିଟେଡ ନାଁରେ କମ୍ପାନୀ ଖୋଲାଯାଇ ଅର୍ଥ କାରବାର ହେଉଥିଲା। GST ପଇଠ ନେଇ ସମୀରଙ୍କ ନିକଟକୁ ୩ଟି ସମନ ଆସିଥିଲା। ତେବେ ପାିପ ମିସ୍ତ୍ରୀ GST ଠକେଇ ସମ୍ପର୍କରେ କିଛି ଜାଣିନଥିବା କହିଛନ୍ତି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.