ମାଲକାନଗିରି : ଏନକାଉଣ୍ଟରରେ ମହିଳା ମାଓବାଦୀ ମୃତ, ୩ ଜଣଙ୍କ ଆତ୍ମସମର୍ପଣ

ମାଲକାନଗିରି(କେନ୍ଯୁଜ୍) : ଏନ୍‌କାଉଣ୍ଟରରେ ମହିଳା ମାଓବାଦୀ ମୃତ। ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ହୋଇଛି ଏନ୍‌କାଉଣ୍ଟର। ଆଉ ୩ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। କାଲି ଠାରୁ ଗ୍ରେହାଉଣ୍ଡ ଓ ଏସଓଜି ପକ୍ଷରୁ ମିଳିତ ଅପରେସନ କରାଯାଇଥିଲା। ଏନ୍‌କାଉଣ୍ଟରବେଳ ଗୋଟିଏ ବନ୍ଧୁକ ଓ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରାଯାଇଛି। ଅପରେସନ ଏଡିଜି  ଆର.ପି.କୋଚେ ଏନେଇ ସୂଚନା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.