ବେଲଗାମ୍ ହେବାରେ ଲାଗିଛି ପିଆଜ ଦର । ପ୍ରତିଦିନ ଦର କମିବା ବଦଳରେ ବଢିବାରେ ଲାଗିଛି । ପିଆଜ ଦର ଡବଲ୍ ସେଞ୍ଚୁରି ମାରିଲାଣି । ତାମିଲନାଡୁର ମଦୁରାଇ ସହରରେ ପିଆଜ କେଜି ୨ ଶହ ଟଙ୍କାରେ ବିକ୍ରି ହେଉଛି । ବ୍ୟବସାୟୀ କହୁଛନ୍ତି, ଗ୍ରାହକ ୫ କେଜି ନେବା ବଦଳରେ କେଜିଏ ନେଇ ମନ ବୁଝାଉଛନ୍ତି । ଏପଟେ ଜଣେ ଗ୍ରାହକ କହିଛନ୍ତି, ପ୍ରତି ସପ୍ତାହରେ କେବଳ ପିଆଜ ପାଇଁ ୪ ଶହ ଟଙ୍କା ଖର୍ଚ୍ଚ କରିବାକୁ ପଡୁଛି ।
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…
ସୁବର୍ଣ୍ଣପୁର(କେନ୍ୟୁଜ୍) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…
କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…
ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…