ରାଜ୍ୟ

ଅନଲାଇନ୍ ପଞ୍ଜି ସ୍କାମ: ୩ ଚାଇନିଜ ଠକ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି

କେନ୍ୟୁଜ୍(ବ୍ୟୁରୋ): ଅନଲାଇନ୍ ପଞ୍ଜି ସ୍କାମରେ ଶହଶହ କୋଟି ଠକେଇ ମାମଲାରେ ଲୁକଆଉଟ୍ ସର୍କୁଲାର । ୩ ଚାଇନିଜ ଠକ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି । ବ୍ୟୁରୋ ଅଫ୍ ଇମିଗ୍ରେସନ ପକ୍ଷରୁ ଲୁକ ଆଉଟ୍ ସର୍କୁଲାର ଜାରି ହୋଇଛି। ଏମାନେ ହେଲେ ଗୁଆନ ୱାହ ୱାଙ୍ଗର ସହଯୋଗୀ ।

ପୂର୍ବରୁ ଗୁଆନ ୱାହ ୱାଙ୍ଗ ବିରୋଧରେ ଲୁକଆଉଟ୍ ସର୍କୁଲାର ଜାରି ହୋଇଥିଲା। ବେନାମୀ ଆକାଉଣ୍ଟରେ ବିଦେଶ ଯାଇଛି କୋଟି କୋଟି ଟଙ୍କା । ବେନାମୀ ଆକାଉଣ୍ଟରେ କ୍ରିପ୍ଟୋରେ ବ୍ୟବହାର କରାଯାଉଥିଲା । ୮୫ଟି ବ୍ୟାଙ୍କ ଆକାଉଣ୍ଟରେ ଠକେଇ ଟଙ୍କା କାରବାର ହୋଇଛି । ଏଥିପାଇଁ ୧୪ଟି ଫେକ୍ କମ୍ପାନୀ କାମ କରୁଥିଲେ ।

Sasmita

Recent Posts

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

11 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

39 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

58 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago