Below header

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ସାରା ରାଜ୍ୟରେ ବର୍ଷା, ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ୟୁଜ୍): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଆସନ୍ତା ୩ ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର , କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ ଓ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ମଧ୍ୟ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.