ରାଜ୍ୟ

ସ୍ୱେରେଜ ସଫେଇ ଶ୍ରମିକଙ୍କ ମୃତ୍ୟୁ ପ୍ରସଙ୍ଗ: ୧୯୯୩ରୁ କେତେ ଶ୍ରମିକଙ୍କ ମୃତ୍ୟୁ ଘଟିଛି? ସରକାରଙ୍କୁ ତଥ୍ୟ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ୧୯୯୩ରୁ ସ୍ୱେରେଜ ଲାଇନ ସଫେଇ ବେଳେ ଆଜି ପର୍ଯ୍ୟନ୍ତ କେତେ ଶ୍ରମିକଙ୍କ ମୃତ୍ୟୁ ଘଟିଛି? ଏ ସମ୍ପର୍କରେ ତଥ୍ୟ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏଭଳି ମୃତକଙ୍କ ପରିବାର ବର୍ଗଙ୍କୁ କ୍ଷତି ପୂରଣ ମିଳିଛି କି ନାହିଁ? ସେମାନଙ୍କ ଚିହ୍ନଟ ଓ ଥଇଥାନ ହୋଇଛି କି ନାହିଁ? ରାଜ୍ୟ ସରକାର ଏହା ଜଣାଇବେ। ଏ ସବୁ ଦୁର୍ଘଟଣାର ଦୋଷୀଙ୍କ ବିରୋଧରେ କି କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇଛି ଏବଂ ଆଇନ କାର୍ଯ୍ୟକାରୀ ହୋଇଛି କି ନାହିଁ ସେ ସମ୍ପର୍କରେ ମଧ୍ୟ ତଥ୍ୟ ଦେବେ ସରକାର।

ସ୍ୱେରେଜ ଲାଇନ ସଫେଇ ବେଳେ ରାଜ୍ୟରେ ଘଟିଥିବା ଶ୍ରମିକଙ୍କ ମୃତ୍ୟୁ ଘଟଣା ପ୍ରସଙ୍ଗରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜଷ୍ଟିସ୍‌ ଆଦିତ୍ୟ କୁମାର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଜାନୁଆରୀ ୨୦ ତାରିଖରେ ହେବ। ଆମିକସ୍‌ କ୍ୟୁରୀ ବିଭୁ ପ୍ରସାଦ ତ୍ରିପାଠୀ ଓ ପି.ରଥ ମାମଲା ପରିଚାଳନା କରୁଛନ୍ତି।

KNews Bureau

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

31 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

46 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago