Below header

ବାରବାଟି-କଟକ ନିର୍ବାଚନୀ ଅନିୟମିତତା ମାମଲା: ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

ବାରବାଟି-କଟକ ନିର୍ବାଚନୀ ଅନିୟମିତତା ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ ଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି ହାଇକୋର୍ଟ । ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ହାଇକୋର୍ଟରେ ମାମଲା କରିଥିଲେ ।

କଟକ(କେନ୍ୟୁଜ) :  ବାରବାଟି-କଟକ ନିର୍ବାଚନୀ ଅନିୟମିତତା ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ ଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି ହାଇକୋର୍ଟ । ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ହାଇକୋର୍ଟରେ ମାମଲା କରିଥିଲେ । ତେବେ ୨୦୨୪ ନିର୍ବାଚନରେ ମୋକିମ ଲଢିପାରିବେ ବୋଲି ହାଇକୋର୍ଟ କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.