କଟକ(କେନ୍ୟୁଜ) : ବାରବାଟି-କଟକ ନିର୍ବାଚନୀ ଅନିୟମିତତା ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ ଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି ହାଇକୋର୍ଟ । ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ହାଇକୋର୍ଟରେ ମାମଲା କରିଥିଲେ । ତେବେ ୨୦୨୪ ନିର୍ବାଚନରେ ମୋକିମ ଲଢିପାରିବେ ବୋଲି ହାଇକୋର୍ଟ କହିଛନ୍ତି ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…