କଟକ : କଟକରେ ଜଣେ ଓକିଲଙ୍କୁ ପୋଲିସର ମାଡ଼ ଅଭିଯୋଗ ଘଟଣାରେ କୋର୍ଟ କାର୍ୟ୍ୟରେ ଯୋଗଦେବେନି ଓକିଲ। ଆସନ୍ତାକାଲି ୧ଟା ୩୦ ଯାଏଁ ଓକିଲଙ୍କ କାର୍ୟ୍ୟବନ୍ଦ ଆନ୍ଦୋଳନ ଜାରି ରହିବ। ଏନେଇ ହାଇକୋର୍ଟ ବାର୍ ଆସୋସିଏସନ ପକ୍ଷରୁ ବିଚାରପତିଙ୍କୁ ଅବଗତ କରାଯାଇଛି। ପୋଲିସର ମାଡ଼ ପ୍ରତିବାଦରେ ଓକିଲ ସଂଘ ପକ୍ଷରୁ ଗତକାଲି ରାତିରେ ଚାଉଳିଆଗଞ୍ଜ ଥାନା ଘେରାଉ କରାଯାଇଥିଲା । ତୁରନ୍ତ ଦୋଷୀ ପୋଲିସ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି । ତେବେ ଓକିଲଙ୍କୁ ପୋଲିସର ମାଡ଼ର କାରଣ ଅସ୍ପଷ୍ଟ ରହିଛି ।
ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି…
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…