ରାଜ୍ୟ

OSSC ଜେଇ ସିଭିଲ୍‌ ମେନ୍‌ ପ୍ରଶ୍ନପତ୍ର ଲିକ୍‌ ମାମଲା: ଅଭିଯୁକ୍ତଙ୍କ ବିରୋଧରେ ପ୍ରୋସିଡିଂ ପାଇଁ ବାଲେଶ୍ୱର ଏସପିଙ୍କ ଚିଠି

ବାଲେଶ୍ବର(କେନ୍ୟୁଜ୍): ଓଏସଏସସି ଜେଇ ସିଭିଲ୍‌ ମେନ୍‌ ପ୍ରଶ୍ନପତ୍ର ଲିକ୍‌ ମାମଲାରେ ପ୍ରୋସିଡିଂ ପାଇଁ ଚିଠି ଲେଖିଲେ ବାଲେଶ୍ୱର ଏସପି ସାଗରିକା ନାଥ। ମୁଖ୍ୟ ଅଭିଯୁକ୍ତ ପାଟନା ଆକାଉଣ୍ଟାଣ୍ଟ ଜେନେଲାର ଅଫିସର ବରିଷ୍ଠ ଅଧିକାରୀ ହୋଇଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପାଟନା ଏଜିଙ୍କୁ ଚିଠି ଲେଖିଛନ୍ତି। ଗିରଫ ୧୭ ଅଭିଯୁକ୍ତଙ୍କ ମଧ୍ୟରେ ଯାଜପୁର ଓ କନ୍ଧମାଳ ଜିଲ୍ଲାର ଦୁଇଜଣ ଶିକ୍ଷକ ଅଛନ୍ତି ।

ସେମାନଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ପାଇଁ ଯାଜପୁର ଓ କନ୍ଧମାଳ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି । ଏହାସହ ପ୍ରଶ୍ନପତ୍ର ଲିକ୍‌ ଡିଲ୍‌ରେ ସାମିଲ ଥିବା ଆଶାୟୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଓଏସଏସସିଙ୍କୁ ଚିଠି ଲେଖିଛନ୍ତି। ଏମାନଙ୍କୁ ଭବିଷ୍ୟତରେ ଓଏସଏସସି ଦ୍ୱାରା ପରିଚାଳିତ ସମସ୍ତ ପରୀକ୍ଷାରୁ ନିବୃତ ରଖିବାକୁ ଉଲ୍ଲେଖ କରାଯାଇଛି ।

 

Sasmita

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କର ଆଜି ସମାଜରେ ମାନ ସମ୍ମାନ ବଢିବ

ମେଷ: ପାରିବାରିକ ଜୀବନ ସୁଖମୟ ହେବ । ଆୟ ହ୍ରାସ ଏବଂ ଖର୍ଚ୍ଚ ବୃଦ୍ଧି ହେବ । ପ୍ରଗତିର ସମ୍ଭାବନା…

3 hours ago

ଆସନ୍ତାକାଲି ମଙ୍ଗଳ ଆଳତୀ ପରେ ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ୱାର

ଭୁବନେଶ୍ୱର (କେନ୍ୟୁଜ୍‌) : ମୋହନ ମାଝୀଙ୍କ ବିଜେପି ସରକାର ଆଜି ଶପଥ ନେବା ପରେ କ୍ୟାବିନେଟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ…

6 hours ago

ମା ଯଶୋଦା କଳା ପରିଷଦ ପକ୍ଷରୁ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ସଙ୍ଗୀତ ମାଧ୍ୟମରେ ଜଣାଇଲେ ଶୁଭେଚ୍ଛା

ଯାଜପୁର(କେନ୍ୟୁଜ୍‌): ନୂତନ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ସଙ୍ଗୀତ ମାଧ୍ୟମରେ ସ୍ୱାଗତ ଓ ସମ୍ବର୍ଦ୍ଧନା। ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁରର ଅଗ୍ରଣୀ…

6 hours ago

ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ…

6 hours ago

ଚିକିତ୍ସା ସୁବିଧା ପାଇଁ କିଏ ଭଲ ଏବେ ଆପଣ ହିଁ ବିଚାର କରନ୍ତୁ

ଦେହ ଅଛି ତ ରୋଗ ଅଛି । ସେଥିଲାଗି ତ କୁହାଯାଏ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପ୍ରତିଟି ଜୀବନ…

7 hours ago

ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି

ଭୁବନେଶ୍ୱର(କେନ୍ୟୁଜ୍‌): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…

7 hours ago