ରାଜ୍ୟ

ଜାନୁଆରୀ ୧୨ରେ ଓଏସ୍‌ଏସ୍‌ଟିଇଟି, ୫ରୁ ବୋର୍ଡ ୱେବସାଇଟ୍‌ରେ ମିଳିବ ଆଡମିଟ୍‌ କାର୍ଡ

କଟକ(କେନ୍ୟୁଜ୍): ଜାନୁଆରୀ ୧୨ରେ ଓଏସ୍‌ଏସ୍‌ଟିଇଟି। ଓଡିଶା ସେକେଣ୍ଡାରୀ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା ଜାନୁଆରୀ ୧୨ତାରିଖରେ ହେବ। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଏହି ପରୀକ୍ଷାର ପ୍ରଥମ ପେପର୍‌ ଏବଂ ଦ୍ୱିତୀୟ ପେପର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୧୨ଟା ୩୦ ଯାଏ ଚାଲିବ।

ଏହି ପରୀକ୍ଷା ପାଇଁ ଜାନୁଆରୀ ୫ତାରିଖରୁ ବୋର୍ଡ ୱେବସାଇଟ୍‌ରେ ଆଡମିଟ୍‌ କାର୍ଡ ଉପଲବ୍ଧ ହେବ। ପରୀକ୍ଷାର୍ଥୀମାନେ ବୋର୍ଡ ୱେବ୍‌ସାଇଟ୍‌ରେ ନିଜ ରେଜିଷ୍ଟ୍ରେସନ୍‌ ନମ୍ବର କିମ୍ବା ଇମେଲ୍‌ ଆଇଡି ଦ୍ୱାରା ଆଡମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ କରିପାରିବେ ବୋଲି ସୂଚନା ମିଳିଛି। ପରୀକ୍ଷାର୍ଥୀମାନେ ନିଜ ଜିଲ୍ଲାରେ ପରୀକ୍ଷା ଦେଇପାରିବେ ନାହିଁ।

Sonalisa

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

4 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

37 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

39 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

45 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

54 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

54 mins ago