ପ୍ରକାଶ ପାଇଲା ଓଟିଇଟି-୨ ପରୀକ୍ଷା ଫଳ

ଭୁବନେଶ୍ୱର (କେନ୍ୟୁଜ): ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ। ଓଟିଇଟି ୨୦୨୧(ଦ୍ୱିତୀୟ) ର ପରୀକ୍ଷା ଫଳ ପ୍ରକାଶିତ। ମାଧ୍ୟମିକ ଶିକ୍ଷା ପରିଷଦ ୱେବସାଇଟ www.bseodisha.ac.in ରେ ରେଜଲ୍ଟ ଉପଲବ୍ଧ ହୋଇଛି। ପରୀକ୍ଷାର୍ଥୀ ମାନେ ନିଜର ରୋଲ ନମ୍ବର ଓ ଜନ୍ମ ତାରିଖ ଦେଇ ୱେବ ସାଇଟ ରୁ ରେଜଲ୍ଟ ଦେଖିପାରିବେ। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ଓଟିଇଟି କୁ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.