ଓଟିଇଟି ପରୀକ୍ଷା ଓଏମଆର କପି ଏବେ ୱେବସାଇଟରେ : ଅନଲାଇନରେ ଯାଞ୍ଚ କରିହେବ ମୂଲ୍ୟାୟନ

ଓଟିଇଟି ୨୦୨୨ ଦ୍ୱିତୀୟ ପରୀକ୍ଷାର ଓଏମଆର ସିଟ ଉପଲବ୍ଧ। ମାଧ୍ୟମିକ ଶିକ୍ଷା ପରିଷଦ ୱେବସାଇଟରେ ଉପଲବ୍ଧ ହେଉଛି ଓଏମଆର ସିଟ। www.bseodisha.ac.in ୱେବସାଇଟରେ ହେଉଛି ଉପଲବ୍ଧ।

ଭୁବନେଶ୍ୱର (କେନ୍ୟୁଜ): ଓଟିଇଟି ୨୦୨୨ ଦ୍ୱିତୀୟ ପରୀକ୍ଷାର ଓଏମଆର ସିଟ ଉପଲବ୍ଧ। ମାଧ୍ୟମିକ ଶିକ୍ଷା ପରିଷଦ ୱେବସାଇଟରେ ଉପଲବ୍ଧ ହେଉଛି ଓଏମଆର ସିଟ। www.bseodisha.ac.in ୱେବସାଇଟରେ ହେଉଛି ଉପଲବ୍ଧ। ପରୀକ୍ଷାର୍ଥୀ ନିଜର ରୋଲ ନମ୍ବର ଓ ମୋବାଇଲ ନମ୍ବର ଦେଇ ଡ଼ାଉନଲୋଡ଼ କରି ପାରିବେ। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା।

ଗତ ଜୁଲାଇ ୧ରେ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା ଓଟିଇଟିର ଦୁଇଟା ଯାକ ପେପର୍‌ ପାଇଁ ପରୀକ୍ଷା ହୋଇଥିଲା । ରାଜ୍ୟର ୩୦୭ଟି ପରୀକ୍ଷା କେନ୍ଦ୍ରରେ ୧ ଲକ୍ଷ ୬୦ ହଜାର ଆଶାୟୀ ଶିକ୍ଷକ ଏହି ପରୀକ୍ଷା ଦେଇଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.