ରାଜ୍ୟ

ଆଜି ଓଟିଇଟି ପରୀକ୍ଷା: କଟକ ଓ ଭୁବନେଶ୍ୱରରେ ୩୨ଟି କେନ୍ଦ୍ରରେ ଚାଲିଛି ପରୀକ୍ଷା

ଭୁବନେଶ୍ୱର/କଟକ (କେନ୍ୟୁଜ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା ଓଟିଇଟିର ଆଜି ପରୀକ୍ଷା । ଦୁଇଟା ଯାକ ପେପର୍‌ ପାଇଁ ଆଜି ପରୀକ୍ଷା ହେଉଛି । ରାଜ୍ୟର ୩୦୭ଟି ପରୀକ୍ଷା କେନ୍ଦ୍ରରେ ୧ ଲକ୍ଷ ୬୦ ହଜାର ଆଶାୟୀ ଶିକ୍ଷକ ଏହି ପରୀକ୍ଷା ଦେଉଛନ୍ତି। ପରୀକ୍ଷା ଆରମ୍ଭ ପୂର୍ବରୁ ସମସ୍ତ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ପହଁଚି ସାରିଛି ବୋଲି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ କହିଛନ୍ତି ।

ରାଜ୍ୟର ସବୁ ଜିଲ୍ଲାର ସଦର ମହକୁମା ଏବଂ କେତେକ ଜିଲ୍ଲାର ସବଡିଭିଜନରେ ଏହି ପରୀକ୍ଷା କରାଯାଉଛି। କଟକ ଓ ଭୁବନେଶ୍ୱରରେ ୩୨ଟି ଓଟିଇଟି ପରୀକ୍ଷା କେନ୍ଦ୍ର କରାଯାଇଛି । ୮ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ପ୍ରଥମ ପତ୍ରରେ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେଉଛନ୍ତି। ସେହିଭଳି ମଧ୍ୟାହ୍ନ ୧୨ଟାରୁ ଅପରାହ୍ଣ ୨ଟା ୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପତ୍ର ପରୀକ୍ଷା ଚାଲିବ। ଏଥିନିମନ୍ତେ ଗତ ୨୩ ତାରିଖଠାରୁ ଅନଲାଇନରେ ଆଡମିଟ କାର୍ଡ ପରୀକ୍ଷାର୍ଥୀଙ୍କୁ ଯୋଗାଇଦେବାର ବ୍ୟବସ୍ଥା କରାଯାଇଥିଲା।

Barsha

Recent Posts

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଥିଲେ, ହେଲେ ଛାଡିଲେନି ଗାଁର ମହିଳା । ସିଧା ଘରକୁ ଗଲେ ଆଉ ପକାଇଲେ…

5 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

23 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

25 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

1 hour ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

1 hour ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago