ଭୁବନେଶ୍ୱର(କେ.ନ୍ୟୁଜ): ଓୟୁଏଟିରେ ଛାତ୍ର ଅଶାନ୍ତି । ଅନଲାଇନ୍ ପରୀକ୍ଷା ଦାବିରେ କୁଳପତିଙ୍କୁ ଘେରିଲେ ଛାତ୍ରଛାତ୍ରୀ । ଗତ କିଛିଦିନ ତଳେ ଓୟୁଏଟିରେ କରୋନା ପଜିଟିଭ ଚିହ୍ନଟ ହୋଇଥିଲା । ତେଣୁ ସଂକ୍ରମଣ ଭୟ ସାଙ୍ଗକୁ କରୋନା ବ୍ୟାପିବା ଆଶଙ୍କା କରାଯାଉଛି । ଏଭଳି ସ୍ଥିତିରେ ଅନଲାଇନ ପରୀକ୍ଷା କରିବାକୁ ଅଡି ବସିଛନ୍ତି ଛାତ୍ରଛାତ୍ରୀ । ଅନଲାଇନ ପରୀକ୍ଷା ନହେଲେ ପରୀକ୍ଷା ତାରିଖ ଘୁଞ୍ଚାଇବାକୁ ଦାବିରେ କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶତାଧିକ ଛାତ୍ରଛାତ୍ରୀ ଧାରଣା ଦେଇଛନ୍ତି।
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…
ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…
ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…
ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…