Below header

ଓଲଟିଲା ସିମେଣ୍ଟ ବୋଝେଇ ଟିପ୍ପର: ୬ ମୃତ, ୧୦ ଗୁରୁତର

ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ସିମେଣ୍ଟ ବୋଝେଇ ଟିପ୍ପର ଦୁର୍ଘଟଣା ଗ୍ରସ୍ତ ହୋଇଛି। ହନ୍ତାଳଗୁଡା ଘାଟିରେ ଭାରସାମ୍ୟ ହରାଇ ଏହି ଟିପ୍ପର ଓଲଟି ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଗୁରୁତର ହୋଇଛନ୍ତି ।

ମାଲକାନଗିରି (କେନ୍ୟୁଜ): ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ସିମେଣ୍ଟ ବୋଝେଇ ଟିପ୍ପର ଦୁର୍ଘଟଣା ଗ୍ରସ୍ତ ହୋଇଛି। ହନ୍ତାଳଗୁଡା ଘାଟିରେ ଭାରସାମ୍ୟ ହରାଇ ଏହି ଟିପ୍ପର ଓଲଟି  ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଗୁରୁତର ହୋଇଛନ୍ତି । ଶ୍ରମିକମାନଙ୍କୁ ନେଇ ଏହି ସିମେଣ୍ଟ ବୋଝେଇ ଟିପ୍ପର ଯାଉଥିବା ବେଳେ ଓଲଟି ପଡି ଦୁର୍ଘଟଣା ଘଟିଛି। ଗୁରୁତରଙ୍କୁ ଚିତ୍ରକୋଣ୍ଡା ମେଡିକାଲକୁ ଅଣାଯାଉଛି। ତେବେ ଚିତ୍ରକୋଣ୍ଡାରୁ ଯୋଡାମ୍ବ ଯାଉଥିବା ବେଳେ ହନ୍ତାଳଗୁଡାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.