ରାଜ୍ୟ

ଭାରସାମ୍ୟ ହରାଇ ଓଲଟିଲ ପିକ୍‌ଅପ୍‌ ଭ୍ୟାନ୍‌: ୨୦ ଶ୍ରମିକ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଓଲଟିଲ ପିକ୍‌ଅପ୍‌ ଭ୍ୟାନ୍‌ । ୨୦ ଶ୍ରମିକ ଗୁରୁତର । ଜଳେଶ୍ୱର ୬୦ ନମ୍ବର ଜାତୀୟ ରାଜପଥ ନନ୍ଦିକା ବାଇପାସ୍‌ ନିକଟରେ ଦୁର୍ଘଟଣା । ମୟୂରଭଞ୍ଜରୁ ବାରମାଇଲ୍‌ କମର୍ଦ୍ଦାକୁ ଶ୍ରମିକଙ୍କୁ ନେଇ ଯାଉଥିବା ବେଳେ ଗାଡିର ଟାୟାର ଫାଟି ଯାଇଥିଲା । ଫଳରେ ଭାରସାମ୍ୟ ହରାଇ ଗାଡିଟି ରାସ୍ତା କଡକୁ ଓଲଟିପଡିଥିଲା ।

ସମସ୍ତ ଗୁରୁତରଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଜଳେଶ୍ୱର ଜିକେ ଭଟ୍ଟର ହସପିଟାଲରେ ଭର୍ତ୍ତି କରାଯାଇଛି । ଗାଡିରେ ପାଖାପାଖି ୪୨ଜଣ ଶ୍ରମିକ ଥିଲେ । ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଛି ।

Barsha

Recent Posts

ନ୍ୟୁୟର୍କରେ ଉଡିଲା ତ୍ରିରଙ୍ଗା, ୬ ରନରେ ପାକିସ୍ତାନକୁ ହରାଇଲା ଟିମ୍ ଇଣ୍ଡିଆ

ନ୍ୟୁୟର୍କରେ ଉଡିଲା ତ୍ରିରଙ୍ଗା । ରୋମାଞ୍ଚକ ମୁକାବିଲାରେ ପାକିସ୍ତାନକୁ ହରାଇଲା ଭାରତ । ମାତ୍ର ୬ ରନରେ ପାକିସ୍ତାନକୁ ହରାଇ…

6 mins ago

ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି

ଭୁବନେଶ୍ୱରରେ ବଢ଼ିଲା ପେଟ୍ରୋଲ ଦାମ । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୫୦ ପଇସା ରହିଛି ।…

15 mins ago

ଜାଣନ୍ତୁ ଆଜି କେତେ ରହିଛି ବଜାରରେ ସୁନା ଦର ?

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦…

23 mins ago

ରାଜ୍ୟରେ ଜାରି ରହିଛି ତାତି, ଆଗକୁ ଆହୁରି ବଢିବ,୪୫ ଡିଗ୍ରୀ ଛୁଇଁବା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି। ପ୍ରବଳ ଖରାରେ ଆଉଟୁପାଉଟୁ ଜନଜୀବନ। ଉପକୂଳରୁ ଉପାନ୍ତ ସବୁଠି କଲବଲ…

39 mins ago

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ପୁରୁଣା ବନ୍ଧୁଙ୍କ ସହ ଭେଟ କରିବା ଯୋଗୁ ଖୁସି ରହିବେ

ମେଷ: ଅନ୍ୟମାନଙ୍କ ସଫଳତା ଦ୍ୱାରା ଆର୍ଥିକ ଲାଭବାନ ହେବେ । ପ୍ରେମ କରୁଥିବା ଲୋକଙ୍କୁ ସାଥୀଙ୍କ କଥାକୁ ବୁଝିବାକୁ ପଡ଼ିବ,…

9 hours ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ଟିମ୍ ରେ ୭୨ ଜଣ ମନ୍ତ୍ରୀ, ୩୦ କ୍ୟାବିନେଟ, ୫ ଜଣ ରାଷ୍ଟ୍ରପାହ୍ୟା ସ୍ବାଧୀନ ଓ ୩୬ ରାଷ୍ଟ୍ର ପାହ୍ୟା ମନ୍ତ୍ରୀ

ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ୭୨ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ଏମାନଙ୍କ ମଧ୍ଯରେ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ ରହିଥିବା…

11 hours ago