ରାଜ୍ୟ

ରେଳ ଯୋଗେ ପରିବହନ ବେଳେ କଣ୍ଟେନରରୁ ଲିକ୍‌ ହେଲା ଅମ୍ଲଜାନ

କଳାହାଣ୍ଡି(କେ ନ୍ୟୁଜ): କଳାହାଣ୍ଡି ରେଳ ଯୋଗେ ପରିବହନ ବେଳେ କଣ୍ଟେନରରୁ ଲିକ୍‌ ହେଲା ଅମ୍ଲଜାନ। କଳାହାଣ୍ଡି କେସିଙ୍ଗା ରେଳଷ୍ଟେସନ ନିକଟରେ ଅକ୍ସିଜେନ୍‌ ଲିକ୍‌ ହୋଇଥିବା ନେଇ ସୂଚନା ମିଳିଛି। ୨୦ରୁ ଉର୍ଦ୍ଧ୍ୱ କଣ୍ଟେନରରେ ଅମ୍ଲଜାନ ଝାରସୁଗୁଡ଼ାରୁ ରାୟଗଡ଼ା ଯାଉଥିବାବେଳେ

କେସିଙ୍ଗା ଷ୍ଟେସନ ନିକଟରେ ଲିକ୍‌ ହେଉଥିବା ଜଣାପଡିଥିଲା। ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଲିକ୍‌ ବନ୍ଦ ପାଇଁ ଚେଷ୍ଟା ଚଲାଇଛନ୍ତି। ଝାରସୁଗୁଡ଼ାରୁ ଏକ ଟିମ୍‌ କେସିଙ୍ଗା ଆସୁଥିବା ରେଲୱେ ପକ୍ଷରୁ ସୂଚନା ମିଳିଛି।

 

 

KNews Bureau

Recent Posts

ଆଜିର ରାଶିଫଳ: କାର୍ଯ୍ୟକ୍ଷେତ୍ରରେ ଅଗ୍ରଗତି ହେବ, ବ୍ୟବସାୟ ବିସ୍ତାର ହେବ

ମେଷ: ଆସନ୍ତାକାଲି ଏକ ଭଲ ଦିନ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କୌଣସି ଶାରୀରିକ ଯନ୍ତ୍ରଣା ହେବ…

4 hours ago

ତୁଳସୀ ପାହାଡରେ ବିଏସଏଫ ଜବାନଙ୍କୁ ବଡ଼ ସଫଳତା, ମାଓ ଡ଼ମ୍ପିଙ୍ଗ ଠାବ

ମାଲକାନଗିରି : ମାଲକାନଗିରି ଜିଲ୍ଲା ତୁଳସୀ ପାହାଡରେ BSF ଜବାନଙ୍କୁ ମିଳିଛି ବଡ଼ ସଫଳତା । ସୁରକ୍ଷାକର୍ମୀଙ୍କ କୁମ୍ବିଙ୍ଗ ଅପରେସନ…

5 hours ago

ପୋଖରୀରେ ବୁଡି ବୃଦ୍ଧ ମୃତ, ଗାଧୋଉଥିବା ସମୟରେ ପାଣିରେ ବୁଡି ଗଲେ

ଆନନ୍ଦପୁର : ପୋଖରୀରେ ବୁଡି ବୃଦ୍ଧ ମୃତ । ରାମଚନ୍ଦ୍ରପୁର ଥାନା ନର୍ଦା ଗାଁରେ ଦେଖିବାକୁ ମିଳିଛି ଏଭଳି ଅଘଟଣ…

5 hours ago

ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି

ଜଳେଶ୍ୱର : ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି । ଦକ୍ଷିଣ-ପୂର୍ବ ରେଳ ପଥର ବାଲେଶ୍ବର ଜିଲ୍ଲା…

6 hours ago

ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଟିମ ବିଜେପି ଭେଟିଲେ ରାଜ୍ୟପାଳଙ୍କୁ, ସରକାର ଗଠନ ଦାବି କଲେ

କେନ୍ୟୁଜ (ବ୍ୟୁରୋ) : ଓଡ଼ିଶାରେ ସରକାର ଗଠନ କରିବାକୁ ବିଜେପି ରାଜ୍ୟପାଳଙ୍କ ନିକଟରେ ଦାବି କରିଛି । ଆଜି ରାଜ୍ୟ…

6 hours ago

ଗରମ ସହି ନପାରି ପୋଖରୀକୁ ଗାଧୋଇବାକୁ ଯାଇଥିଲେ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଆନନ୍ଦପୁର(କେନ୍ୟୁଜ୍‌): ଅସହ୍ୟ କଲା ଗରମ ଗୁଳୁଗୁଳି । ପୋଖରୀକୁ ଗାଧୋଇବାକୁ ଯାଇଥିଲେ ବୃଦ୍ଧ । ଗୋଡ଼ ଖସିଗଲା ପାଣିରେ ବୁଡି…

7 hours ago