ପଦ୍ମଶ୍ରୀ ପ୍ରକାଶ ରାଓ ଗୁରୁତର, କୋଭିଡ ଆକ୍ରାନ୍ତ ଥିବା ବେଳେ ଏବେ ଆଇସିୟୁରେ ଭର୍ତ୍ତି

କଟକ: ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର। କରୋନାରେ ଆକ୍ରାନ୍ତ ହୋଇ କଟକ ଏସସିବିରେ ଚିକିତ୍ସିତ ହେଉଥିବା ପ୍ରକାଶ ରାଓଙ୍କ ଅବସ୍ଥା ଗୁରୁତର ରହିଥିବା କହିଛନ୍ତି ଏସସିବିର ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା।

prakash

ଏବେବି ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଛି। ଏସସିବି ପକ୍ଷରୁ ତାଙ୍କୁ ସମସ୍ତ ପ୍ରକାର ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି। ପ୍ରକାଶ ଯେ ସେ ଗତ ୨୪ରେ ଏସସିବିରେ ଭର୍ତ୍ତି ହୋଇଥିଲେ। ମାତ୍ର ଏବେ ବି ତାଙ୍କ ସ୍ୱାସ୍ଥ୍ୟରେ କୌଣସି ଉନ୍ନତି ପରିଲକ୍ଷିତ ହୋଇନାହିଁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.