ରାଜ୍ୟ

ବାଲୁକା ଚିତ୍ରକଳାରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ବିଶ୍ୱବାସୀଙ୍କୁ ନବ ବର୍ଷର ଅଭିନନ୍ଦନ

ପୁରୀ(କେନ୍ୟୁଜ୍): ବାଲୁକା ଚିତ୍ରକଳାରେ ନବବର୍ଷର ଶୁଭେଚ୍ଛା । ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବିଶାଳ ବାଲୁକା ଚିତ୍ରକଳା କରି ବିଶ୍ୱବାସୀଙ୍କୁ ନବ ବର୍ଷର ଅଭିନନ୍ଦନ ଦେଇଛନ୍ତି । ଚଳିତ ବର୍ଷ ବାଲୁକା ଚିତ୍ର କଳାରେ ବାର୍ତା ରହିଛି ପରିବେଶ ସୁରକ୍ଷା । ପରିବେଶକୁ ସୁରକ୍ଷା ଦେଲେ ଆମେ ବଂଚିବା ବାର୍ତା ଦେଇଛନ୍ତି ସୁଦର୍ଶନ ।

ସେହିପରି ପ୍ରତିବର୍ଷ ବେଳାଭୂମି ମହାପ୍ରଭୁଙ୍କ ବାଲୁକା ଚିତ୍ରକଳା କରି ବିଶ୍ୱ ବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଦେଇଛନ୍ତି ସୁଦର୍ଶନ । ମହାପ୍ରଭୁ ସାରା ବିଶ୍ୱକୁ କୋଭିଡ ମହାମାରୀ ରୁ ରକ୍ଷା କରିବା ନେଇ ସେ ପ୍ରାର୍ଥନା କରିଛନ୍ତି ।

 

KNews Bureau

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

23 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

42 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

50 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago