ଲଳିତକଳା ଏକାଡେମୀର ସଭାପତି ହେଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ବର(କେନ୍ଯୁଜ୍) : ବିଶିଷ୍ଟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ମିଳିଛି ନିଯୁକ୍ତି । ଲଳିତକଳା ଏକାଡେମୀର ସଭାପତି ଭାବେ ଶ୍ରୀ ସୁଦର୍ଶନ ପଟ୍ଟନାୟକ ନିଯୁକ୍ତ ହୋଇଛନ୍ତି । ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ଭାବେ ସେ ବହୁ ପ୍ରସିଦ୍ଧି ଲାଭ କରିଥିବା ବେଳେ ତାଙ୍କ ଉପରେ ନ୍ଯସ୍ତ ହୋଇଛି ଆଉ ଏକ ପଦ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ପଦରେ  ନିଯୁକ୍ତି ଦେଇଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.