ପାଲା ଗାୟିକାଙ୍କୁ ପଥରରେ ଛେଚି ହତ୍ୟା

ପାଲା ଗାୟିକାଙ୍କୁ ପଥରରେ ଛେଚି ହତ୍ୟା । କେନ୍ଦୁଝର ଜିଲ୍ଲା ପଣ୍ଡାପଡା ଥାନା ବିନିଦା ଗ୍ରାମରେ ପୂର୍ବତନ ସମିତି ସଭ୍ୟା ତଥା ପାଲା ଗାୟିକା ସତ୍ୟଭାମା ସିଂହଙ୍କୁ ପଥରରେ ଛେଚି ହତ୍ୟା । ଘର ଠାରୁ ୩୦୦ ମିଟର ଦୂରରେ ସତ୍ୟଭାମାଙ୍କୁ ହତ୍ୟା କରାଯାଇଛି ।

କେନ୍ଦୁଝର(କେନ୍ୟୁଜ) : ପାଲା ଗାୟିକାଙ୍କୁ ପଥରରେ ଛେଚି ହତ୍ୟା । କେନ୍ଦୁଝର ଜିଲ୍ଲା ପଣ୍ଡାପଡା ଥାନା ବିନିଦା ଗ୍ରାମରେ ପୂର୍ବତନ ସମିତି ସଭ୍ୟା ତଥା ପାଲା ଗାୟିକା ସତ୍ୟଭାମା ସିଂହଙ୍କୁ ପଥରରେ ଛେଚି ହତ୍ୟା । ଘର ଠାରୁ ୩୦୦ ମିଟର ଦୂରରେ ସତ୍ୟଭାମାଙ୍କୁ ହତ୍ୟା କରାଯାଇଛି । ସକାଳେ ଘଟଣା ସ୍ଥଳରେ ପଣ୍ଡାପଡା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସତ୍ୟଭାମା ସିଂ ପୂର୍ବରୁ ସମିତି ସଭ୍ୟା ଥିଲେ । କେହି ଦୁର୍ବୁତ୍ତ ତାଙ୍କୁ ପଥରରେ ଛେଚି ହତ୍ୟା କରିଛି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.