ରାଜ୍ୟ

ପଞ୍ଚାୟତ ନିର୍ବାଚନ ପାଇଁ ଗ୍ରୀନ ସିଗନାଲ, ୨୦୨୨ ପଞ୍ଚାୟତ ଇଲେକସନ୍‌ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି

ଭୁବନେଶ୍ୱର (କେନ୍ୟଜ) : ପଞ୍ଚାୟତ ନିର୍ବାଚନ ପାଇଁ ସଙ୍କେତ। ୨୦୨୨ ଫେବୃୟାରୀରେ ପ଼ଞ୍ଚାୟତ ନିର୍ବାଚନ ହେବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏନେଇ ରାଜ୍ୟ ନିର୍ବାଚନ କମିଶନ ରାଜ୍ୟ ସରକାରଙ୍କୁ ଚିଠି ଲେଖି ନିର୍ବାଚନ ପ୍ରକ୍ରିୟା ଆରମ୍ଭ କରିବାକୁ କହିଥିବା ସୂଚନା ମିଳିଛି। ପଞ୍ଚାୟତ ସୀମା ପୁନଃ ନିର୍ଦ୍ଧାରଣ ଓ ସଂରକ୍ଷଣ ସଂକ୍ରାନ୍ତରେ ଆବଶ୍ୟକ ପଦକ୍ଷେପ ପ୍ରକ୍ରିୟା ସାରିବାକୁ ନିର୍ବାଚନ କମିଶନ ରାଜ୍ୟ ସରକାରଙ୍କୁ ଜଣାଇଛନ୍ତି। ନିୟମ ଅନୁସାରେ ରାଜ୍ୟ ସରକାର ପଞ୍ଚାୟତ ପୁନର୍ଗଠନ ପ୍ରକ୍ରିୟା ଓ ସଂରକ୍ଷଣ ସଂକ୍ରାନ୍ତ ପ୍ରକ୍ରିୟା ସାରିବା ପରେ ନିର୍ବାଚନ କମିଶନରଙ୍କୁ ଜଣାଇବେ। ସେପଟେ ଭୋଟର ତାଲିକା ସଂଶୋଧନ କରାଯିବ। ୨୦୧୭ରେ ୫ଟି ପଞ୍ଚାୟତ ନିର୍ବାଚନ ହୋଇଥିଲା। ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡି ବହୁ ପୂର୍ବରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି।

Pritiparna

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

10 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

20 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

31 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

59 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago